Masthead

ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ରତ୍ନବେଦୀରେ ଦର୍ଶନ ଦେବେ ତିନି ଠାକୁର । ମାନବୀୟ ଲୀଳା ଖେଳା ସାରି କାଲି ନିଳକନ୍ଦରକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏବେ ରତ୍ନସିଂହାସନରେ ଭକ୍ତକୁ ଦର୍ଶନ ଦେବେ ମହାବାହୁ । ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା । ରୁନ୍ଧା ନୀତି ସରିବା ପରେ ରତ୍ନସିଂହାସନ ଉପରେ ଅନ୍ୟାନ୍ୟ ଦୈନନ୍ଦିନ ନୀତି ସମ୍ପାଦନ କରାଯିବ । ଏହାପରେ ଭକ୍ତମାନଙ୍କ ପାଇଁ ସାହାଣମେଲା କରାଯିବ । ପୁଣି ଥରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କୁ ଦେଖିବାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍ ଉତ୍ସାହ ରହିଛି । ଦର୍ଶନ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦର୍ଶନ ଦେଇ ସାରିବା ପରେ ହରିଶୟନ ଏକାଦଶୀରେ ଶୋଇବେ ମହାପ୍ରଭୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ