Masthead

ଆଜି ନୀଳାଦ୍ରି ମହୋତ୍ସବ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ନୀଳାଦ୍ରି ମହୋତ୍ସବ । ୧୦୮ ଗରାରେ ଦାରୁ ଦିଅଁଙ୍କ ହୋଇଛି ଜଳାଭିଷେକ । ବଡ଼ଦେଉଳ ପରମ୍ପରା ଅନୁସାରେ ଏହା ହେଉଛି ତ୍ରୟୋଦଶ ଯାତ୍ରା ବା ନୀଳାଦ୍ରୀ ମହୋତ୍ସବ । ଆଜି ଶ୍ରୀମନ୍ଦିରରେ ଜଳ ଅଧିବାସ ନୀତି ସମ୍ପର୍ଣ୍ଣ ହୋଇଛି । ଗୁରୁବାର ସପ୍ତମୀ ରାତିରୁ ୧୦୮ ଜଳ କୁମ୍ଭ ଅଧିବାସ ହୋଇ ରହିଥିଲା । ଆଜି ସକାଳ ଧୂପ ଓ ଆଲଟ ଲାଗି ସରିଲା ପରେ ଭିତର ଗମ୍ଭୀରାରେ ପାଣି ପଡ଼ିଛି । ପରେ ଅଧିବାସ ଜଳକୁ ସେବକମାନେ ଘଣ୍ଟ ପଟୁଆରରେ ନେଇ ରତ୍ନସିଂହାସନ ନିକଟରେ ବିଜେ କରିଥିଲେ । ଏହାପରେ ଜଳପୂଜା ଓ ଜଳଲାଗି ବିଧି ସମ୍ପର୍ଣ୍ଣ ହୋଇଛି । ଏହି ତିଥିକୁ ଶ୍ରୀମନ୍ଦିର ପ୍ରତିଷ୍ଠା ଦିବସ ରୂପେ ଗଣାଯାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା