Masthead

ବିଜେପିରୁ ନୀଳଗିରି ବିଧାୟକଙ୍କ ଇସ୍ତଫା

ନୀଳଗିରି(ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ । ବିଧାୟକ ସୁକାନ୍ତ ନାୟକଙ୍କ ଇସ୍ତଫା । ୨୦୧୯ରେ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ । ମନମୋହନ ସାମଲଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି । ଏହାପୂର୍ବରୁ ୨୦୧୪ରେ ବିଜେଡି ଟିକେଟରୁ ମଧ୍ୟ ବିଧାୟକ ହୋଇଥିଲେ ସୁକାନ୍ତ । କିନ୍ତୁ ୨୦୧୯ରେ ଦଳ ଟିକେଟ ନ ଦେବାରୁ ବିଜେପିରେ ସାମିଲ ହୋଇ ଲଢିବା ସହ ବିଧାୟକ ହୋଇଥିଲେ ସୁକାନ୍ତ । ବିଜେପିରୁ ଇସ୍ତଫା ଦେବା ପରେ ସୁକାନ୍ତ ପୁଣିଥରେ ବିଜେଡି ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଯେହେତୁ ପୂର୍ବରୁ ବିଜେଡିରୁ ସୁକାନ୍ତ ବିଧାୟକ ରହି ସାରିଛନ୍ତି ତେଣୁ ସେ ପୁଣିଥରେ ବିଜେଡିକୁ ଘରବାହୁଡା କରିବା ନେଇ ଚର୍ଚ୍ଚା ଜୋର ଧରିଛି । ଏହାପୂର୍ବରୁ ବିଜେଡି ଘୋଷଣା କରିଥିବା ବିଧାୟକ ପ୍ରାର୍ଥୀ ତାଲିକାରେ ନୀଳଗିରି ନଥିଲା । ତେଣୁ ବିଜେଡିରେ ସାମିଲ ହେଲେ ନୀଳଗିରିରୁ ସୁକାନ୍ତଙ୍କୁ ପ୍ରାର୍ଥୀ କରିପାରେ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା