Masthead

ନୀଳଗିରିରେ ଶ୍ରୀକାନ୍ତଙ୍କ ଶକ୍ତି ପ୍ରଦର୍ଶନ

ନୀଳଗିରି (ବଡ଼ ଖବର ବ୍ୟୁରୋ): ନୀଳଗିରି ନିର୍ବାଚନମଣ୍ଡଳି ବରହମପୁର ଠାରେ କଂଗ୍ରେସ ତରଫରୁ ଏକ ବିରାଟ ଶୋଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୀଳଗିରି କଂଗ୍ରେସର ବିଧାୟକ ପ୍ରାର୍ଥୀ ଅକ୍ଷୟ ଆଚାର୍ଯ୍ୟ, ବାଲେଶ୍ଵର କଂଗ୍ରେସ ସାଂସଦ ପ୍ରାର୍ଥୀ ଶ୍ରୀକାନ୍ତ ଜେନା, କଂଗ୍ରେସର ଯୁବ ନେତା ଆଶିଷ ପଟ୍ଟନାୟକ, ପ୍ରଫୁଲ୍ଲ ରାଉଳଙ୍କ ସହିତ ପ୍ରାୟ ତିନି ହଜାରରୁ ଊର୍ଦ୍ଧ୍ଵ ଲୋକ ଉପସ୍ଥିତ ଥିଲେ ।

ଶ୍ରୀକାନ୍ତ ଜେନା ବିଜେପି ଏବଂ ବିଜେଡିକୁ ଟାର୍ଗେଟ କରି କହିଥିଲେ କି ରାଜ୍ୟରେ ସ୍ୱାସ୍ଥ୍ୟ, ପାନୀୟ, ନିଯୁକ୍ତି ବ୍ୟବସ୍ଥା ଭୁଶୁଡ଼ି ପଡିଛି । ଖଣି ଖାଦାନ ଲୁଟି ନେଉଛନ୍ତି ରାଜ୍ୟ ସରକାର । ତେବେ ଏହି ସଭାରେ ଶ୍ରୀ ଜେନା ତାଙ୍କ ଅଭିଭାଷଣରେ କହିଥିଲେ ଚଳିତ ନିର୍ବାଚନରେ ଜିତିଲେ ବାଲେଶ୍ବର ବିକାଶର ମୋର ଯେଉଁ ଅଧୁରା ସ୍ଵପ୍ନ ରହିଛି ତାକୁ ପୂରଣ କରିବି ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ