Masthead

ପୁଣି ୯ ସରକାରୀ ଅଧିକାରୀ ବିଦା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଣି ୯ ସରକାରୀ ଅଧିକାରୀ ବିଦା ହୋଇଛନ୍ତି । ଦୁର୍ନୀତିଖୋର ଅଧିକାରୀଙ୍କ ବିରୋଧରେ ସରକାରଙ୍କ ଜିରୋ ଟଲରାନ୍ସ  । ଖଣି ବିଭାଗର ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନର ଅଛନ୍ତି  । ଜଙ୍ଗଲ, ଜନସ୍ୱାସ୍ଥ୍ୟ ଓ ଶ୍ରମ ବିଭାଗର ୯ଜଣଙ୍କୁ ବାଧ୍ୟତାମୂଳକ ଅବସର  । ୨ଜଣଙ୍କୁ ଅପାରଗ ଯୋଗୁଁ ବାଧ୍ୟତାମୂଳକ ଅବସର  । ଖଣି ବିଭାଗର ଉପନିର୍ଦ୍ଦେଶକ ମଦନମୋହନ ବିଶ୍ୱାଳ । ଖଣିଅଧିକାରୀ ରମେଶଚନ୍ଦ୍ର ମହାଲିକ  । ମୁରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ  ।  ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗ ଆସିଷ୍ଟାଟଂ ଇଂଜିନିୟର ପ୍ରଧାନ  । ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ କୁମାର ପ୍ରଧାନ  । ବର୍ଷକ ମଧ୍ୟରେ ୧୧୩ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେଣି ରାଜ୍ୟ ସରକାର  । ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ  ରାଜ୍ୟ ସରକାର କଠୋର ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା