Masthead

ଅଯୋଧ୍ୟାରେ ଲାଗିବ ସାଢେ ନଅ ଲକ୍ଷ ଦୀପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳୀ । ଏହି ପର୍ବ ପାଇଁ ଅଯୋଧ୍ୟାରେ ଲଗାଯିବ ସାଢେ ନଅ ଲକ୍ଷ ଦୀପ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଅଯୋଧ୍ୟାର ରାମ ପେଡରେ ନଅ ଲକ୍ଷ ୫୧ ହଜାର ଦୀପ ଜଲାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଏହି ଲକ୍ଷ୍ୟକୁ ସଫଳ କରିବା ପାଇଁ ପେଡୋଘାଟରେ ଚାଲିଛି ଜୋରଦାର ପ୍ରସ୍ତୁତି । ଏଥି ପାଇଁ ଅଯୋଧ୍ୟାର ସସସ୍ତ କଲେଜ ଛାତ୍ରଛାତ୍ରୀମାନଙ୍କୁ ସହଯୋଗ କରିବା ପାଇଁ କୁହାଯାଇଛି ।

ଏହା ବ୍ୟତୀତ ମଧ୍ୟ ୪୯ଟି ସଂସ୍ଥାର ୧୪୦୦୦ ଲୋକ ଦୀପ ସଜାଇବା ପାଇଁ କାମ କରୁଛନ୍ତି । ଲୋକଙ୍କୁ ଆକର୍ଷିତ କରିବା ପାଇଁ ହେଉଛି ଏହି କାର୍ଯ୍ୟକ୍ରମ । ବୁଧବାର ଦିନ ସମସ୍ତ ଦୀପକୁ ପ୍ରଜ୍ୱଳିତ କରାଯିବ । ଏହି ଦୀପ ପ୍ରଜ୍ୱଳନ ବିଶ୍ୱରେ ରେକର୍ଡ଼ ସୃଷ୍ଟି କରିବ ବୋଲି ସଂସ୍ଥାର ଆୟୋଯକ କହିଛନ୍ତି । ଏଥିପାଇଁ ମଧ୍ୟ ଗିନିସ ବୁକର ଅଧିକାରୀମାନଙ୍କ ସହ ସମ୍ପର୍କ କରାଯାଇଛି । ମଙ୍ଗଳବାର ଦିନ ଅଧିକାରୀମାନେ ପେଡୋଘାଟରେ ଉପସ୍ଥିତ ରହି ଏହାର ଗଣନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା