ଖେଳ ଛାଡ଼ି ପାଠ ପଢ଼ିବାକୁ କହିବାରୁ ଆତ୍ମହତ୍ୟା

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ୯ ବର୍ଷୀୟ ‘ଇନ୍‌ଷ୍ଟା କ୍ୱିନ୍‌’ଙ୍କ ଆତ୍ମହତ୍ୟା । ସାମାନ୍ୟ କଥାକୁ ନେଇ ଜୀବନ ହାରିଲେ ନାବାଳିକା । ପାଠ ପଢବା ପାଇଁ କହିବାରୁ ଆତ୍ମହତ୍ୟା କରିଛନ୍ତି । ଏଭଳି ଘଟଣା ସାମ୍ନାକୁ ଆସିଛି ତାମିଲନାଡୁର ପୋରିୟାକୁପ୍ପମରୁ । ମୃତ ନାବାଳିକାଙ୍କ ନାଁ ପ୍ରତୀକ୍ଷା। ପଡ଼ୋଶୀମାନେ ପ୍ରତୀକ୍ଷାଙ୍କୁ ‘ଇନ୍‌ଷ୍ଟା କ୍ୱିନ୍’ ବୋଲି ଡାକୁଥିଲେ । ପ୍ରତୀକ୍ଷାଙ୍କୁ ଘର ବାହାରେ ଖେଳୁଥିବା ବେଳେ ବାପା କ୍ରିଷ୍ଣାମୂର୍ତ୍ତି ପାଠ ପଢ଼ିବା ପାଇଁ କହିଥିଲେ। ଏହାପରେ ଘରର ଚାବି ଦେଇ ବାହାରକୁ ଚାଲିଯାଇଥିଲେ ।

ରାତି ପ୍ରାୟ ୮ଟା ସମୟରେ ଘରେ ପହଞ୍ଚିବା ପରେ ଘରର କବାଟ ବନ୍ଦଥିଲା । କ୍ରିଷ୍ଣାମୂର୍ତ୍ତି ଝରକା ଭାଙ୍ଗି ଘର ଭିତରକୁ ପଶିଥିଲେ। ପ୍ରତୀକ୍ଷା ଟାୱେଲରେ ଝୁଲି ପଡ଼ିଥିବା ବେଳେ ଯନ୍ତ୍ରଣାରେ ଛଟପଟ ହେଉଥିବା ବାପା ଦେଖିଥିଲେ । ପ୍ରତିକ୍ଷାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଦୁର୍ଭାଗ୍ୟବଶତଃ, ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷେ ଘଟଣାକୁ ନେଇ ପୋଲିସ୍‌ ତଦନ୍ତ ଚଳାଇଛି। ପ୍ରକୃତରେ ତାଙ୍କ ମୃତ୍ୟୁ ପଛର କାରଣ କ’ଣ ସେନେଇ ପୋଲିସ୍‌ ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’