Masthead

କେରଳରେ ଫେରିଲା ମାସ୍କ, ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ଆକ୍ରାନ୍ତ ଚିହ୍ନଟ

କେରଳ (ବଡ଼ ଖବର ବ୍ୟୁରୋ): କେରଳରେ ପୁଣି ଡରାଇଲା ନିପା ଭାଇରସ୍। କେରଳର ଥିରୁଅନନ୍ତପୁରମରେ ଜଣେ ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ରେ ସଂକ୍ରମଣ ହୋଇଥିବା‌ ଚିହ୍ନଟ କରାଯାଇଛି। ତେବେ ବାଳକ ଜଣକ କାହା ସଂସ୍ପର୍ଶରେ ଆସିଛନ୍ତି, ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହା ସହିତ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳର ୩ କିମି ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଜାରି କରାଯାଇଛି ।

ସେପଟେ ଏହି ଭାଇରସ ଚିହ୍ନଟ ପରେ ମାଲାପୁରମବାସୀଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି ପ୍ରଶାସନ। ଶନିବାର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ସମ୍ପୃକ୍ତ ବାଳକର ସ୍ଵାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏହାପରେ ସଜାଗ ରହିଛି ସ୍ଵାସ୍ଥ୍ୟ ବିଭାଗ। କେରଳ ସ୍ଵାସ୍ଥ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ