Masthead

ପୁଣି ଇତିହାସ ରଚିଲେ ନୀରଜ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ନୀରଜ ଚୋପ୍ରାଙ୍କୁ ଆଉ ଏକ ସଫଳତା । ଫିନଲାଣ୍ଡରେ ପାଭୋ ନୁର୍ମି ଗେମ୍ସ ୨୦୨୪ରେ ଜିତିଲେ ସ୍ବର୍ଣ୍ଣ ପଦକ । ୮୫.୯୭ ମିଟର ପର୍ଯ୍ୟନ୍ତ ଜାଭଲିନ ଫିଙ୍ଗି ଜିତିଲେ ସ୍ବର୍ଣ୍ଣ ପଦକ ।

୨୬ ବର୍ଷୀୟ ନୀରଜ ଏକ ମାତ୍ର ଭାରତୀୟ ଭାବେ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ । ତୃତୀୟ ପ୍ରୟାସରେ ସେ ଫିଙ୍ଗିଥିବା ୮୫.୯୭ ମିଟର୍ ତାଙ୍କୁ ଶୀର୍ଷରେ ରଖିଥିଲା । ଫିନ୍ଲାଣ୍ଡ୍ର ଟୋନି କିରାନେନ୍ ୮୪.୧୯ ମିଟର ରୌପ୍ୟ ପଦକ ଜିତିଥିବାବେଳେ ତାଙ୍କ ଦେଶର ପ୍ରତିଦ୍ୱନ୍ଦ୍ୱୀ ତଥା ଗତ ବର୍ଷର ବିଜେତା ଓଲିଭର୍ ହେଲାର୍ଣ୍ଡ ୮୩.୯୬ ମିନିଟ୍ ତୃତୀୟ ସ୍ଥାନରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ