Masthead

ପୁଣି ଇତିହାସ ରଚିଲେ ନୀରଜ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ନୀରଜ ଚୋପ୍ରାଙ୍କୁ ଆଉ ଏକ ସଫଳତା । ଫିନଲାଣ୍ଡରେ ପାଭୋ ନୁର୍ମି ଗେମ୍ସ ୨୦୨୪ରେ ଜିତିଲେ ସ୍ବର୍ଣ୍ଣ ପଦକ । ୮୫.୯୭ ମିଟର ପର୍ଯ୍ୟନ୍ତ ଜାଭଲିନ ଫିଙ୍ଗି ଜିତିଲେ ସ୍ବର୍ଣ୍ଣ ପଦକ ।

୨୬ ବର୍ଷୀୟ ନୀରଜ ଏକ ମାତ୍ର ଭାରତୀୟ ଭାବେ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ । ତୃତୀୟ ପ୍ରୟାସରେ ସେ ଫିଙ୍ଗିଥିବା ୮୫.୯୭ ମିଟର୍ ତାଙ୍କୁ ଶୀର୍ଷରେ ରଖିଥିଲା । ଫିନ୍ଲାଣ୍ଡ୍ର ଟୋନି କିରାନେନ୍ ୮୪.୧୯ ମିଟର ରୌପ୍ୟ ପଦକ ଜିତିଥିବାବେଳେ ତାଙ୍କ ଦେଶର ପ୍ରତିଦ୍ୱନ୍ଦ୍ୱୀ ତଥା ଗତ ବର୍ଷର ବିଜେତା ଓଲିଭର୍ ହେଲାର୍ଣ୍ଡ ୮୩.୯୬ ମିନିଟ୍ ତୃତୀୟ ସ୍ଥାନରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ