Masthead

ଲୁସାନେ ଡାଇମଣ୍ଡ ଲିଗରେ ପ୍ରଥମ ସ୍ଥାନ ହାସଲ କଲେ ନୀରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଥଲେଟ୍ ନୀରଜ ଚୋପ୍ରାଙ୍କ ଆଉ ଏକ ସଫଳତା । ଲୁସାନେ ଡାଇମଣ୍ଡ ଲିଗ୍ରେ ପ୍ରଥମ ସ୍ଥାନ ହାସଲ କଲେ ନୀରଜ । ୮୭.୬୬ମିଟର ଜାଭେଲିନ୍ ଫିଙ୍ଗି ଚାମ୍ପିୟନ ହେଲେ ନୀରଜ । ନିରଜଙ୍କ ଏହି ବିଜୟ ପରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ।

https://twitter.com/ianuragthakur/status/1674873407576637440?s=20

ଚଳିତ ସିଜିନରେ ନୀରଜଙ୍କ ଏହା ଦ୍ୱିତୀୟ ବିଜୟ । ଦୋହା ଡାଇମଣ୍ଡ ଲିଗରେ ବି ଚାମ୍ପିୟନ ହୋଇଥିଲେ । ଗୋଡରେ ଆଘାତ ଯୋଗୁଁ ସେ ଏହି ମାସର ଆରମ୍ଭରେ ଏଫବିକେ ଗେମ୍ସ ଓ ପାୱୋ ନୁରମି ଗେମ୍ସରେ ଭାଗ ନେଇପାରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ