ନିରଞ୍ଜନ ବିଶିଙ୍କୁ ଗିରଫ କରାଯାଉ: ବିଜେପି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସାଂସଦ ନିରଞ୍ଜନ ବିଶିଙ୍କ ଗାଡ଼ିରେ ସ୍କୁଟି ଚାଳକଙ୍କ ମୃତୁ୍ୟ ଘଟଣା । ନିରଞ୍ଜନଙ୍କୁ ଗିରଫ କରାଯାଉ ବୋଲି ଦାବି କଲା ବିଜେପି । ଗିରଫ ଦାବି କଲେ ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି । ଦୁର୍ଘଟଣା ସମୟରେ ସାଂସଦ ଗାଡ଼ି ଭିତରେ ଥିଲେ ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯୁବକଙ୍କୁ ହସ୍ପିଟାଲ ନ ନେଇ ସେଠାରୁ ପଳାଇବା ଅମାନବୀୟ କାମ । ତାଙ୍କ ବିରୋଧରେ ‘ହିଟ୍ ଆଣ୍ଡ ରନ୍ ମାମଲା ରୁଜୁ କରି ଗିରଫ କରାଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’