Masthead

୯୫% କମିଛି ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମ୍ୟାଲେରିଆ ନିରାକରଣରେ ଓଡ଼ିଶା ଚାମ୍ପିଆନ । କେନ୍ଦ୍ର ପକ୍ଷରୁ ଓଡ଼ିଶାକୁ ପ୍ରସଂଶା ପତ୍ର ମିଳିଛି । ୨୪ ତରିଖ କେନ୍ଦ୍ର ସ୍ୱାସ୍ଥ୍ୟ ବିଭଗ ପକ୍ଷରୁ ହେଉଥିବା କନକ୍ଲେଭରେ ଓଡ଼ିଶା ବାଣ୍ଟିବ ତାର ମ୍ୟଲେରିଆ ନିୟନ୍ତ୍ରଣ କରିବାର ସଫଳତା ମନ୍ତ୍ର । ଏଥିରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଗେଷ୍ଟ ଅଫ ଅନର ଭାବେ ଯୋଗ ଦେବେ ରାଜ୍ୟ ସରକାର କେମିତି ମ୍ୟାଲେରିଆ ନିୟନ୍ତ୍ରଣ କରିଛନ୍ତି ତାର ମନ୍ତ୍ର ସବୁ ରାଜ୍ୟ ଆଗରେ ରଖିବେ ।

୨୦୧୬ରେ ସାଢେ ୪ଲକ୍ଷ ୪୪ହଜାର ୮୪୨ରୋଗୀ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ୨୫ ହଜାରକୁ ଖସି ଆସିଛି । ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ୯୫ ପ୍ରତିଶତ କମିଛି । ରାଜ୍ୟ କ୍ୟାଟେଗୋରି ୩ରୁ କ୍ୟାଟେଗୋରି ୨ ଆସିଥିବା କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ