Masthead

ଜଣେ ମନ୍ତ୍ରୀଙ୍କୁ କୁହନ୍ତୁ, ମନ୍ତ୍ରୀମାନଙ୍କୁ କୁହନ୍ତୁ ନାହିଁ: ନିରଞ୍ଜନ ପୂଜାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନରସିଂହ ମିଶ୍ର ପ୍ରତିକ୍ରିୟା ଉପରେ ଗୃହରେ ଜବାବ ରଖିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ। କହିଲେ ଜଣେ ମନ୍ତ୍ରୀଙ୍କୁ କୁହନ୍ତୁ, ମନ୍ତ୍ରୀମାନଙ୍କୁ କୁହନ୍ତୁ ନାହିଁ । ରାଇଡ଼ର ଯଦି ଠିକ ଅଛି ଘୋଡା ଠିକ ଚାଲିବ । ଏଭଳି କାହିଁକି ମନ୍ତ୍ରୀମାନଙ୍କ କ୍ଷମତା କ୍ଷୁର୍ଣ୍ଣ କରାଯାଉଛି । ଯେତେବେଳେ ଯାହା ପ୍ରଶ୍ନ କରିବେ ମୁଁ ଖୋଲାଖୋଲି ଉତ୍ତର ଦେବି । ମୋତେ ବାଚସ୍ପତି ଡାକିଥିବାରୁ ମୁଁ ଛିଡା ହୋଇଛି । ନରସିଂହ ମିଶ୍ରଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ବିଜେଡି ଗୃହରେ ମୁହାଁମୁହିଁ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ