Masthead

ସାକ୍ଷୀଗୋପାଳ ଗୋପାଳଜୀ ମନ୍ଦିରରେ ନୀତିକାନ୍ତି ବନ୍ଦ

ସାକ୍ଷୀଗୋପାଳ (ବଡ଼ ଖବର ବ୍ୟୁରୋ): ସାକ୍ଷୀଗୋପାଳ ଗୋପାଳଜୀ ମନ୍ଦିରରେ ନୀତିକାନ୍ତି ବନ୍ଦ । ନୀତିକାନ୍ତି ବନ୍ଦ ରଖିଛନ୍ତି ସେବାୟତ । ନୀତିକାନ୍ତି ବନ୍ଦ କାରଣରୁ କାଲିଠାରୁ ଉପାସରେ ଅଛନ୍ତି ଠାକୁର । ଶ୍ମଶାନ ଜମିରେ ଥିବା ନିର୍ମାଣ ଭଙ୍ଗାକୁ ବିରୋଧ କରି ନୀତିକାନ୍ତି ବନ୍ଦ । ଓଡ଼ିଆ ବିଶ୍ୱବିଦ୍ୟାଳୟ ସମ୍ପ୍ରସାରଣ ପାଇଁ ଶ୍ମଶାନ ଜମିର ନିର୍ମାଣ ଭଙ୍ଗା ଯାଇଥିଲା । ଏହାକୁ ବିରୋଧ କରୁଛନ୍ତି ସାକ୍ଷୀଗୋପାଳ ଗୋପାଳଜୀ ମନ୍ଦିରର ସେବାୟତ ମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା