Masthead

କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରିଙ୍କ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରିଙ୍କ ଓଡ଼ିଶା ଗସ୍ତ ବାତିଲ। କିଛି ଅନିବାର୍ଯ୍ୟ କାରଣ ପାଇଁ ଆସିବେନି ନୀତିନ ଗଡ଼କରି। ଏନ ଏଚର କିଛି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର ଥିଲା କିନ୍ତୁ ତାଙ୍କ ବଦଳରେ ଅଶ୍ୱିନୀ ବୈଷ୍ଣବ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ନୀତିନ ଗଡ଼କରିଙ୍କର ଆଜି ଦିଲ୍ଲୀରୁ ଭୁବନେଶ୍ୱର ପହଞ୍ଚିବା ପରେ ପୁରୀ ଯିବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ କିଛି କାରଣ ପାଇଁ ସେ ଓଡ଼ିଶା ଆସିବେ ନାହିଁ । ତାଙ୍କ ବଦଳରେ ଅଶ୍ୱିନୀ ବୈଷ୍ଣବ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଭର୍ଚ୍ଚୁଆଲ ମୋଡରେ ପୁରୀ ସିଦ୍ଧମହାବୀର ରେଳ ଓଭରବ୍ରିଜ ପାଇଁ କରିବେ ଶିଳାନ୍ୟାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ