Masthead

ରାଜନୀତିକୁ ଏଣ୍ଟ୍ରି କରିବେ ନୀତିନ ଗଡକାରୀଙ୍କ ପୁଅ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ସବୁ ଦଳ ପରସ୍ପରକୁ ଆରୋପ ପ୍ରତ୍ୟାରୋପ ବଢିଚାଲିଛି । ଏହାରି ଭିତରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି। ତାଙ୍କ ପୁଅଙ୍କ ରାଜନୀତିରେ ଏଣ୍ଟ୍ରିକୁ ନେଇ ସେ ସୂଚନା ଦେଇଛନ୍ତି। ନାଗପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ଗଡକରୀ କହିଛନ୍ତି, ମୋ ପୁଅକୁ ଚାକିରି କେମିତି ମିଳିବ ଏନେଇ ମୁଁ କେବେ ବି ଚିନ୍ତା କରିନାହିଁ।

ମୋ ପୁଅମାନେ ରାଜନୀତିରେ ନାହାନ୍ତି। ସେମାନଙ୍କୁ ମୁଁ କହିଛି, ମୋ ପୂଣ୍ୟକୁ ଉପଯୋଗ କରି ତୁମେ ରାଜନୀତିରେ ଓହ୍ଲାଅ ନାହିଁ। ଯଦି ରାଜନୀତିରେ ଯିବାକୁ ଚାହୁଁଛ ତେବେ ‘ପୋଷ୍ଟର ଲଗାଅ, କାନ୍ଥବାଡରେ ରଙ୍ଗ କର, ଲୋକଙ୍କ ପାଖକୁ ଯାଅ’। ମୁଁ ଆଜି ଯାଏଁ କରିଥିବା କାମ ଉପରେ ଯଦି କାହାର ଅଧିକାର ଅଛି ତେବେ ତାହା ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାଙ୍କର। ନାଗପୁର ମୋର ପରିବାର ଅଟେ। ଆଉ ଆପଣମାନେ ସବୁ ମୋର, ମୁଁ ଆପଣଙ୍କର ଅଟେ ବୋଲି ଗଡକରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ