Masthead

ନବୀନ ନିବାସରେ ନୀତୀଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିରୋଧୀ ମହାମେଣ୍ଟ ପାଇଁ ନବୀନଙ୍କ ସହଯୋଗ ଆଶା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଆଜି ସେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ସିଧା ଯାଇଛନ୍ତି ନବୀନ ନିବାସ । ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବିଜେପି ବିରୋଧୀ ମହାମେଣ୍ଟ ସର୍ମ୍ପକରେ । ବିମାନ ବନ୍ଦରରେ ନୀତୀଶଙ୍କୁ ସ୍ୱାଗତ କରିଥିଲେ ମନ୍ତ୍ରୀ ଓ ଅଶୋକ ପଣ୍ଡା ବିଜେଡି ଉପସଭାପତି ଦେବୀ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ