Before Header

ବିହାରରେ ପୁଣି ନୀତୀଶ ସରକାର

0 514

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ରୋଚକ ଘଟଣାବଳୀ । ନୀତୀଶଙ୍କ ସକାଳେ ଇସ୍ତଫା, ସନ୍ଧ୍ୟାରେ ପୁଣି ମୁଖ୍ୟମନ୍ତ୍ରୀ । ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର । ନୀତୀଶ କୁମାରଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ । ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତୀଶ କୁମାର । ଏଥର NDA ସମର୍ଥନରେ ନୀତୀଶ ହେଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.