Masthead

ନୀତୀଶ କୁମାର ଜେଡିୟୁ ଦଳର ନୂଆ ସଭାପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ବଡ଼ ଘଟଣାଦେଖିବାକୁ ମିଳିଛି। ନୀତିଶ କୁମାରଙ୍କୁ ଜେଡିୟୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ କରାଯାଇଛି । ଜେଡିୟୁ ଦଳର ସଭାପତି ପଦରୁ ଲଲନ ସିଂ ଇସ୍ତଫା ଦେବା ପରେ ନୀତିଶ କୁମାରଙ୍କୁ ଏହି ଦାୟିତ୍ୱ ମିଳିଛି। ଦଳରେ ସାଂଗଠନିକ ପରିବର୍ତ୍ତନ ହେବା ନେଇ ଅନେକ ଦିନରୁ ଆଲୋଚନା ଚାଲିଥିଲା। ଦଳର ସଭାପତି ଭାବେ ତାଙ୍କର ଶେଷ ଭାଷଣରେ ଲଲନ କହିଛନ୍ତି, ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ତୃଣମୂଳ ସ୍ତରରେ ସକ୍ରିୟ ରହିବା ପାଇଁ ଦଳର ମୁଖିଆ ପଦବୀରୁ ସେ ଇସ୍ତଫା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା