Masthead

ନୀତୀଶ-ଉଦ୍ଧବ ଏକାଠି ପ୍ରେସମିଟ: ସିନ୍ଦେ ଛାଡ଼ନ୍ତୁ ସିଏମ ପଦ

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ବିରୋଧୀ ଦଳଙ୍କୁ ଏକଜୁଟ କରୁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର । ଓଡ଼ିଶାରେ ବିଜେଡି ମୁଖ୍ୟଙ୍କୁ ଭେଟିବା ପରେ ମହାରାଷ୍ଟ୍ର ଯାଇ ଉଦ୍ଧବ ଠାକରେ ଙ୍କ ସହ ଆଲୋଚନା କରିଛନ୍ତି । ଉଭୟଙ୍କ ଆଲୋଚନା ପରେ ନୀତୀଶ କୁମାର କହିଛନ୍ତି, ବିରୋଧୀ ଦଳ ଗୁଡିକୁ ଏକଜୁଟ କରିବାରେ ସେ ଉଦ୍ୟମ ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଯିଏ ବି ହୁଅନ୍ତୁ ନା କାହିଁକି ମୋଦିଙ୍କ ବିରୋଧରେ ଏକଜୁଟ ହୋଇ ଲଢେଇ ଜରୁରୀ ହୋଇ ପଡ଼ିଛି । ସେହପରି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧାବ ଠାକରେ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଟାର୍ଗେଟ କରିଛନ୍ତି । କୋର୍ଟଙ୍କ ମନ୍ତବ୍ୟ ପରେ ସେ ଫ୍ଲୋର ଟେଷ୍ଟକୁ ନଯାଇ ନୈତିକତା ଦୃଷ୍ଟିରୁ ଯେଉଁଭଳି ଇସ୍ତଫା ଦେଇଥିଲେ ଏବେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାର ସମୟ ଆସିଛି କୋର୍ଟଙ୍କ ମନ୍ତବ୍ୟ ପରେ ତୁରନ୍ତ ସେମାନେ ଇସ୍ତଫା ଦିଅନ୍ତୁ ବୋଲି ଉଦ୍ଧବ କହିଛନ୍ତି । ନୀତିଶଙ୍କ ସହ ବୈଠକ ବେଳେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଉଦ୍ଧବଙ୍କ ପୁଅ ଆଦିତ୍ୟ ଠାକରେ ଓ ତାଙ୍କ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି