Masthead

ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ହଟଚମଟ । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର । ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ଦେଲେ ନୀତୀଶ । ଜେଡିୟୁ ବିଧାୟକ ଦଳ ବୈଠକରେ ନିଆଗଲା ବଡ଼ ନିଷ୍ପତି । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ବିଧାୟକ ମାନଙ୍କୁ ସୂଚନା ଦେଇଛନ୍ତି ନୀତୀଶ କୁମାର । ସେ ରାଜଭବନରେ ପହଁଚି ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ରାଜଭବନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଅପରାହ୍ନରେ ନୂଆ ସରକାର ନେଇପାରେ ଶପଥ । ବିଜେପି ପକ୍ଷରୁ ମଧ୍ୟ ବିଧାୟକ ଦଳ ବୈଠକ ଆରମ୍ଭ ହୋଇଛି । ବିଜେପି ସହ ମିଶି ଦିନ ୪ଟାରେ ନୀତୀଶ କୁମାର ଶପଥ ନେବେ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର