Masthead

ଓଡ଼ିଶା ଆସିବେ ନୀତିଶ କୁମାର

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆସନ୍ତା ୫ରେ ଓଡ଼ିଶା ଆସିପାରନ୍ତି ନୀତିଶ କୁମାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ନେଇ ଚର୍ଚ୍ଚା ହେଉଛି । ନବୀନ-ନୀତିଶ ଭେଟ ହେବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ବିଭିନ୍ନ ରାଜନୈତିକ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା । ୨୦୨୪ ନିର୍ବାଚନ ପୂର୍ବରୁ ସବୁ ବିରୋଧୀଙ୍କୁ ଏକାଠି କରୁଛନ୍ତି ନୀତିଶ । ପୂର୍ବରୁ ମମତା ବାନାର୍ଜି ଓ କେଜ୍ରିୱାଲଙ୍କୁ ଭେଟିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା