Masthead

ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ସାମିଲ ହେବେନି ନୀତୀଶ କୁମାର

ବିହାର (ବଡ଼ ଖବର ବ୍ୟୁରୋ): ଇଣ୍ଡିଆ ମେଣ୍ଟକୁ ଆଉ ଗୋଟେ ଝଟକା । ରାହୁଲ ଗାନ୍ଧୀଙ୍କ ଭାରତ ନ୍ୟାୟ ଯାତ୍ରାରେ ସାମିଲ ହେବେ ନାହିଁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ୨୯ ଜାନୁଆରୀରେ ବିହାରରେ ପହଞ୍ଚିବାକୁ ଯାଉଛି ଏହି ଯାତ୍ରା । ନୀତୀଶଙ୍କ ଏହି ପଦକ୍ଷେପକୁ ଇଣ୍ଡିଆରେ ବଢୁଥିବା ଫାଟର ଆଉ ଏକ ପଦକ୍ଷେପ ଭାବରେ ଦେଖାଯାଉଛି।

ପୂର୍ବରୁ ମମତା ବାନାର୍ଜୀ ଏବଂ ଭଗୱନ୍ତ ମାନଙ୍କ ପରେ ବର୍ତ୍ତମାନ ନୀତୀଶ କୁମାର ମଧ୍ୟ କଂଗ୍ରେସଠାରୁ ଦୂରେଇବା ଆରମ୍ଭ କରିଛନ୍ତି। ନୀତୀଶଙ୍କର ଏହି ପଦକ୍ଷେପରୁ ଏହା ଅନୁମାନ କରାଯାଉଛି। ନୀତୀଶ କୁମାର ପାଟନାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବୋ ତେଣୁ ଭାରତ ନ୍ୟାୟ ଯାତ୍ରାରେ ସାମିଲ ହୋଇ ପାରିବେ ନାହିଁ ବୋଲି କୁହାଯାଉଛି। ଏଥିରୁ ଜଣାପଡ଼ୁଛି ଇଣ୍ଡିଆ ମେଣ୍ଟରେ କିଛି ଠିକ ଚାଲି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା