Masthead

ନୀତୀଶ କୁମାର ନୁହେଁ ପଲିଟିକ୍ସ କୁମାର: ତେଜ ପ୍ରତାପ

ବିହାର (ବଡ଼ ଖବର ବ୍ୟୁରୋ): ବିହାର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାର ଇସ୍ତଫା ଦେବା ପରେ ବିହାର ରାଜନୀତିରେ ହଲଚଲ୍ ସୃଷ୍ଟି ହୋଇଛି । ଏଥିପାଇଁ ନୀତୀଶଙ୍କୁ ଅନେକ ସମାଲୋଚନାର ସାମ୍ନା କରିବାକୁ ପଡ଼ିଛି । ନୀତୀଶ ବାରମ୍ବାର ମେଣ୍ଟ ପରିବର୍ତ୍ତନ କରୁଥିବା ଯୋଗୁ ବିଭିନ୍ନ ମହଲରେ ଏହାକୁ ନେଇ ଆଲୋଚନା ଚାଲିଛି । ଆରଜେଡି ବିଧାୟକ ତେଜ ପ୍ରତାପ ଯାଦବ କହିଛନ୍ତି ନୀତୀଶଙ୍କୁ ‘ବହୁରୂପୀ ଏଣ୍ଡୁଅ ରତ୍ନ’ ପୁରସ୍କାର ଦିଆଯାଉ ।

ଏହା ସହିତ ସେ ନୀତୀଶ କୁମାରଙ୍କୁ ପଲଟିସ୍ କୁମାର ବୋଲି ବୋଲି କହିଛନ୍ତି। ତେଜ ପ୍ରତାପ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବହୁରୂପୀ ଏଣ୍ଡୁଅ ବାରମ୍ବାର ତା’ର ଶରୀରର ରଙ୍ଗ ବଦଳାଇଥାଏ। ପଲ୍‌ଟିସ୍ କୁମାରଙ୍କୁ ବହୁରୂପୀ ଏଣ୍ଡୁଅ ରତ୍ନ ପୁରସ୍କାର ଦିଆଯିବା ଉଚିତ। ବାରମ୍ବାର ସେ ତାଙ୍କର ରାଜନୀତିକ ସହଯୋଗୀ ଦଳ ପରିବର୍ତ୍ତନ କରୁଥିବାରୁ ତାଙ୍କୁ ଏଭଳି ପୁରସ୍କାର ଦିଆଯିବା ଉଚିତ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ