Masthead

ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ନୀତୀଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ଓ ନୀତୀଶ ଭେଟଘାଟ। ଓଡ଼ିଶା ମୁଖ୍ୟମନ୍ତ୍ରୀ ବନାମ ବିହାର ମୁଖ୍ୟମନ୍ତ୍ରୀ ଭିତରେ ହେବ ଆଲୋଚନା । ୧୨ଟାରେ ନବୀନ ନିବାସରେ ହୋଇପାରେ ମିଳନ। ଅଣ ବିଜେପି ସରକାର ଗଢ଼ିବା ନେଇ ହେବ ବିଚାରବିମର୍ଷ।ପୂର୍ବରୁ ଦୁଇ ଦୁଇ ଥର ନିରାଶ ହୋଇଥିଲେ ନୀତୀଶ । ଥାର୍ଡ ଫଣ୍ଡ ପାର୍ଟି ଗଠନ ପାଇଁ ଚାଲିଛି ପ୍ରୟାସ। ପୂର୍ବରୁ ମଧ୍ୟ ନୀତୀଶ ମମତା, ଅଖିଳେଶ ଏବଂ ଅରବିନ୍ଦ କେଜ୍ରିୱାଲଙ୍କ ଭଳି ଅନେକ ନେତାଙ୍କୁ ଭେଟି ସାରିଲେଣି। ନୀତୀଶଙ୍କ ପୂର୍ବରୁ ନବୀନଙ୍କୁ ମଧ୍ୟ ମମତା ଭେଟି ସାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ