Masthead

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନୀତୀଶ

ବିହାର (ବଡ଼ ଖବର ବ୍ୟୁରୋ):  ବିରୋଧୀଙ୍କୁ ଏକଜୁଟ କରୁଛନ୍ତି ନୀତୀଶ । ମେଣ୍ଟକୁ ସଫଳ କରିବା ପାଇଁ ଆଜି ନୀତୀଶ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବେ । ନୀତୀଶ ଅପରାହ୍ନ ୪.୪୫ରେ ହେମନ୍ତ ସୋରେନଙ୍କ ବାସଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦୁଇ ନେତାଙ୍କ ମଧ୍ୟରେ ରାଜନୈତିକ ପ୍ରସଙ୍ଗ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି । ମଙ୍ଗଳବାର ନୀତୀଶ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି