Masthead

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନୀତୀଶ

ବିହାର (ବଡ଼ ଖବର ବ୍ୟୁରୋ):  ବିରୋଧୀଙ୍କୁ ଏକଜୁଟ କରୁଛନ୍ତି ନୀତୀଶ । ମେଣ୍ଟକୁ ସଫଳ କରିବା ପାଇଁ ଆଜି ନୀତୀଶ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବେ । ନୀତୀଶ ଅପରାହ୍ନ ୪.୪୫ରେ ହେମନ୍ତ ସୋରେନଙ୍କ ବାସଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦୁଇ ନେତାଙ୍କ ମଧ୍ୟରେ ରାଜନୈତିକ ପ୍ରସଙ୍ଗ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି । ମଙ୍ଗଳବାର ନୀତୀଶ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ