Masthead

ଉଗ୍ର ହେଉଛି ‘ନିଭାର’

ଭୁବନେଶ୍ୱର (ବଡ଼ ଖବର): ଧୀରେଧୀରେ ଭୀଷଣ ରୂପ ଧାରଣ କରୁଛି ବାତ୍ୟା ‘ନିଭାର’ । ତାମିଲନାଡୁ ଓ ପୁଦୁଚେରୀରେ ବିପଦ ଘନେଇବାରେ ଲାଗିଛି । ବଙ୍ଗୋପ ସାଗରରେ ସୃଷ୍ଟ ବାତ୍ୟା ଗମ୍ଭୀର ରୂପନେଇ ଆଜି ସନ୍ଧ୍ୟାରେ ଉପକୂଳ ଛୁଇଁବ । ପାଣିପାଗ ବିଭାଗର ଅନୁମାନ ଅନୁସାରେ ଘଂଟା ପ୍ରତି ୧୨୦ ରୁ ୧୩୦ କିମି ବେଗରେ ବପନ ବହିବ । ତାମିଲନାଡୁର ବିଭିନ୍ନ ଅଞ୍ଚଳରେ ସକାଳୁ ବର୍ଷା ଜାରି ରହିଛି । ସମୁଦ୍ରରେ ଉଚ୍ଚ ଢେଉ ଉଠୁଥିବା ଦେଖିବାକୁ ମିଳିଛି । ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବ୍ୟାପକ ବନ୍ଦୋବସ୍ତ କରିବା ସହ ବାତ୍ୟା ମୁକାବିଲା ପାଇଁ ସଜାଗ ରହିଛି ପ୍ରଶାସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ହାତୀ ଆକ୍ରମଣରେ ବନକର୍ମଚାରୀଙ୍କ ମୃତ୍ୟୁ 🔴 ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା 🔴 ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ହାତୀ ଆକ୍ରମଣରେ ବନକର୍ମଚାରୀଙ୍କ ମୃତ୍ୟୁ 🔴 ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା 🔴 ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି