Masthead

ପିପିଲିରେ ବାଇକ ରାଲିକୁ ନା

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲିରେ ଆଜି ଠାରୁ ହୋଇପାରିବ ନାହିଁ ବାଇକ ରାଲି । ନିର୍ବାଚନର ୭୨ଘଂଟା ପୂର୍ବରୁ ରାଲି ଉପରେ କଟକଣା ଲଗାଇଲେ ନିର୍ବାଚନ କମିଶନ । ନିର୍ବାଚନ ଓ ଉପନିର୍ବାଚନ ହେଉଥିବା ରାଜ୍ୟ ଉଦ୍ଦେଶ୍ୟରେ ଏହି ନୋଟିସ ଜାରି କରାଯାଇଛି । ନିର୍ବାଚନ କମିଶନ ଆସାମ, କେରଳ, ପୁଡୁଚେରୀ, ତାମିଲନାଡୁର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନୋଟିସ ଲେଖି ଏ ସମ୍ପର୍କରେ ଅବଗତ କରିଛନ୍ତି ।

ରାଲିରେ ଅସାମାଜିକ ତତ୍ତ୍ୱ ମତଦାତାଙ୍କୁ ପ୍ରଭାବିତ କରୁଥିବା ନଜରକୁ ଆସିବା ପରେ ଏଭଳି ନିଷ୍ପତି ନେଇଛନ୍ତି ନିର୍ବାଚନ କମିଶନ । ତେବେ ଆଜି ଠାରୁ ପିପିଲିରେ ରାଜନୈତିକ ବାଇକ ରାଲି ଉପରେ ରୋକ ଲାଗିବା ସ୍ପଷ୍ଟ ହୋଇଛି । ଆଜି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏବଂ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଆଶ୍ରୀତ ପଟ୍ଟନାୟକଙ୍କ ପାଇଁ ପ୍ରଚାର କରିବାକୁ ଥିବା ବେଳେ ଏହାର ଠିକ ପୂର୍ବରୁ ଏହି ନୋଟିସ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା