Masthead

ଆଜି ପଡ଼ିବ ପାଟଣା ନିର୍ବାଚନମଣ୍ଡଳି ବ୍ଳକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): ଆଜି ପଡ଼ିବ କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳୀର ବିଜେଡି ବ୍ଳକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଅନାସ୍ଥା ଭୋଟ । ଦିନ ୧୧.୩୦ରେ ପାଟଣା ବ୍ଳକ କାର୍ଯ୍ୟାଳୟରେ ଅଧ୍ୟକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଉପରେ ସାହରପଡ଼ା ବିଡିଓ ରଞ୍ଜିତ କୁମାର ମହାନ୍ତଙ୍କ ସଭାପତିତ୍ୱରେ ପଡ଼ିବ ଭୋଟ । ଏଥିରେ ପୂର୍ବତନ ବ୍ଳକ ଅଧ୍ୟକ୍ଷା ବିଶ୍ଵନାଥ ନାୟକ ମୁଖ୍ୟ ଖଳନାୟକ ସାଜି ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ଦୀର୍ଘ ଦିନ ହେବ ଅଜ୍ଞାତବାସରେ ରଖିଥିବା ବେଳେ ଆଜି କାହା ସପକ୍ଷରେ କେତେ ଭୋଟ ପଡୁଛି ତାହାକୁ ହଁ ଅପେକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ