Masthead

ବିରୋଧୀଙ୍କ ପାଇଁ ଆଜି ଦିନ ଗୁରୁତ୍ୱପୂର୍ଣ୍ଣ : ସୁକାନ୍ତ ମଜୁମଦାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ । ଗୃହରେ କ’ଣ ବିବୃତି ରଖିବେ ପ୍ରଧାନମନ୍ତ୍ରୀ, ତା ଉପରେ ସମସ୍ତଙ୍କ ନଜର । ଅନାସ୍ଥା ପ୍ରସ୍ତାବକୁ ନେଇ ୨ ଦିନ ହେଲା ଲୋକସଭାରେ ବିତର୍କ ଚାଲିଛି । ଆଜି ତୃତୀୟ ଦିନରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ସଂସଦରେ ବିଶେଷ କରି ବିରୋଧୀଙ୍କ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଛନ୍ତି ବିଜେପି ସାଂସଦ ସୁକାନ୍ତ ମଜୁମଦାର ।

ସେ କହିଛନ୍ତି ପ୍ରଧାନମନ୍ତ୍ରୀ ଏକ ଘଣ୍ଟାରୁ ଅଧିକ ସମୟ ତାଙ୍କର ବିବୃତି ରଖିବେ । ବିରୋଧୀ ଏଥିପାଇଁ ପ୍ରସ୍ତୁତ ହେବା ଉଚିତ୍। ସେ ରାହୁଲ ଗାନ୍ଧିଙ୍କ ଫ୍ଲାଇଙ୍ଗ କିସକୁ ନେଇ କହିଛନ୍ତି, “ଏହା ତାଙ୍କର ରୁଚି ଏବଂ ସଂସ୍କୃତିକୁ ଦର୍ଶାଉଛି । ଏହା ପୂର୍ବରୁ ରାହୁଲ ମୋଦିଙ୍କୁ ଆଲିଙ୍ଗନ କରିଥିଲେ ଆଉ ଏବେ ସଂସଦରେ ‘ଫ୍ଲାଇଙ୍ଗ କିସ୍’ ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ