Masthead

ପ୍ରଧାନମନ୍ତ୍ରୀ କ’ଣ ପରମାତ୍ମା: ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ । ଗୃହରେ କ’ଣ ବିବୃତି ରଖିବେ ପ୍ରଧାନମନ୍ତ୍ରୀ, ତା ଉପରେ ସମସ୍ତଙ୍କ ନଜର । ଏହି ପ୍ରସଙ୍ଗକୁ ନେଇ ରାଜ୍ୟସଭାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ ରାଗି ଯାଇ ବିଜେପି ଉପରେ ଖୁବ ବର୍ଷିଥିଲେ । କହିଛନ୍ତି ପ୍ରଧାନମନ୍ତ୍ରୀ ଆସିଲେ କ’ଣ ହେବ । ସେ କ’ଣ ପରମାତ୍ମା । ଖଡଗେ ଆହୁରି ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ ଆସନ୍ତୁ। ତାଙ୍କର ବିବୃତି ରଖନ୍ତୁ । ଏହା କହିବା ପରେ ବିଜେପି ସାଂସଦମାନେ ହଙ୍ଗମା କରିଥିଲେ । ପରେ ରାଗି ଯାଇ ଖଡଗେ କହିଥିଲେ ପ୍ରଧାନମନ୍ତ୍ରୀ ଆସିଲେ କ’ଣ ହେବ । ସେ କ’ଣ ପରମାତ୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ