Masthead

ପ୍ରଧାନମନ୍ତ୍ରୀ କ’ଣ ପରମାତ୍ମା: ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ । ଗୃହରେ କ’ଣ ବିବୃତି ରଖିବେ ପ୍ରଧାନମନ୍ତ୍ରୀ, ତା ଉପରେ ସମସ୍ତଙ୍କ ନଜର । ଏହି ପ୍ରସଙ୍ଗକୁ ନେଇ ରାଜ୍ୟସଭାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ ରାଗି ଯାଇ ବିଜେପି ଉପରେ ଖୁବ ବର୍ଷିଥିଲେ । କହିଛନ୍ତି ପ୍ରଧାନମନ୍ତ୍ରୀ ଆସିଲେ କ’ଣ ହେବ । ସେ କ’ଣ ପରମାତ୍ମା । ଖଡଗେ ଆହୁରି ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ ଆସନ୍ତୁ। ତାଙ୍କର ବିବୃତି ରଖନ୍ତୁ । ଏହା କହିବା ପରେ ବିଜେପି ସାଂସଦମାନେ ହଙ୍ଗମା କରିଥିଲେ । ପରେ ରାଗି ଯାଇ ଖଡଗେ କହିଥିଲେ ପ୍ରଧାନମନ୍ତ୍ରୀ ଆସିଲେ କ’ଣ ହେବ । ସେ କ’ଣ ପରମାତ୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ