Masthead

ବାଚସ୍ପତି ନିର୍ବାଚନରେ ଅଂଶଗ୍ରହଣ କରିବେନି କୌଣସି କଂଗ୍ରେସ ବିଧାୟକ; ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାଚସ୍ପତି ନିର୍ବାଚନ ଯାହା ୨୧ ତାରିଖରେ ହେବାକୁ ଯାଉଛି ତାକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦେଇଛନ୍ତି ପ୍ରତିକ୍ରିୟା। କହିଛନ୍ତି, ବାଚସ୍ପତି ନିର୍ବାଚନକୁ କଂଗ୍ରେସ ବୟକଟ କରୁଛି । କଂଗ୍ରେସର କୌଣସି ବି ବିଧାୟକ ବାଚସ୍ପତି ନିର୍ବାଚନରେ ଅଂଶଗ୍ରହଣ କରିବେ ନାହିଁ । ନୂଆଖାଇ ହେଉଛି ପଶ୍ଚିମ ଓଡ଼ିଶାର ସବୁଠାରୁ ବଡ଼ ପର୍ବ । ଦୁଇ ଦିନ ନୂଆଖାଇ ପାଳନ କରାଯାଇଥାଏ ।

ସେଥିପାଇଁ ଦୁଇ ଦିନ ମଧ୍ୟ ଛୁଟି ହୋଇଥାଏ । ଦୁର୍ଭାଗ୍ୟର କଥା ରାଜ୍ୟ ସରକାର ଏଥର ବାଚସ୍ପତି ନିର୍ବାଚନ ପାଇଁ ୨୧ ତାରିଖରେ ବିଧାନସଭା ଡାକିଛନ୍ତି । ତାକୁ ପ୍ରତିବାଦ କଲେ ବି ସେମାନେ କର୍ଣ୍ଣାପାତ କରି ନାହାଁନ୍ତି । ଏଇଟା ପଶ୍ଚିମ ଓଡିଶା ପ୍ରତି ଉପହାସ । ରାଜ୍ୟ ସରକାର ପଶ୍ଚିମ ଓଡିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଛନ୍ତି । ନୂଆଖାଇ ରେ ଛୁଟି ନ ଦେଇ ପଶ୍ଚିମ ଓଡିଶାର ଭାବାବେଗ ସହ ଖେଳ ଖେଳୁଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି