Masthead

ଏଥର ଦୀପାବଳିରେ ଫୁଟିବନି ବାଣ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଏଥର ଦୀପାବଳୀରେ ବାଣ ଫୁଟା ଉପରେ ରୋକ ଲଗାଇଛନ୍ତି ରାଜ୍ୟ ସରକାର । ଗତକାଲି କଟକରେ ବାଣ ବିକ୍ରି କରୁବା ପାଇଁ ଅନୁମତି ପରେ ଆଜି ବାଣ ଫୁଟା ଉପରେ ରୋକ ଲଗାଇଛନ୍ତି ରାଜ୍ୟ ସରକାର । ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁଥିରେ ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟା ଉପରେ ସମ୍ପୂର୍ଣ୍ଣ ରୋକ ଲଗାଯାଇଛି । ନଭେମ୍ବର ୧୦ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବାଣ ବ୍ୟବସାୟ ଉପରେ ରୋକ ଲଗାଯାଇଛି ।

କରୋନା କାଳରେ ଶ୍ୱାସ ଜନିତ ସମସ୍ୟାରୁ ମୁକ୍ତି ପାଇଁ ଏହି ପଦକ୍ଷେପ ନିଆଯାଇଥିବା କହିଛନ୍ତି ରାଜ୍ୟ ସରକାର । ବାଣ ଫୁଟିବା ଦ୍ୱାରା ସୃଷ୍ଟି ହେଉଥିବା କାର୍ବନମନୋକ୍ସାଇଡ଼, ନାଇଟ୍ରଅକ୍ସଇଡ଼,ସଲଫର ଡାଇ ଅକ୍ସାଇଡ଼ଭଳି କ୍ଷତିକାରକ ରାସାୟିନୀକ ପଦାର୍ଥ ନିର୍ଗତ ହେବା ଦ୍ୱାର ଶ୍ୱାସ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ । କୋଭିଡ ସଂକ୍ରମିତ, ସୁସ୍ଥ ବ୍ୟକ୍ତି ଏହା ଦ୍ୱାରା ପ୍ରଭାବିତ ହେବା ଆଶଙ୍କା ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତେବେ ଏହି ନିୟମ ଖିଲାପ କଲେ ବିପର୍ଯ୍ୟୟ ପରିଚାଳନା ନିୟମରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ