Masthead

‘ବ୍ରିଜଭୂଷଣଙ୍କ ବିରୁଦ୍ଧରେ କୌଣସି ପ୍ରମାଣ ନାହିଁ’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  କୁସ୍ତିଯୋଦ୍ଧା ସଭାପତି ବ୍ରିଜ ଭୂଷଣ ସିଂଙ୍କୁ ନେଇ ବୟାନ ଦେଇଛି ଦିଲ୍ଲୀ ପୋଲିସ । କହିଛି ବ୍ରିଜ ଭୂଷଣଙ୍କ ବିରୁଦ୍ଧରେ କୌଣସି ପ୍ରମାଣ ନାହିଁ । ତାଙ୍କ ବିରୋଧରେ ଦାୟର ପୋକ୍ସୋ ଏଫଆଇଆରକୁ ରଦ୍ଦ କରିବା ଲାଗି ରିପୋର୍ଟ ଦାଖଲ ହୋଇଛି ବୋଲି କହିଛି ଦିଲ୍ଲୀ ପୋଲିସ । ପୋକ୍ସୋ ମାମଲାରେ ଦିଲ୍ଲୀ ପୋଲିସ ପକ୍ଷରୁ ଦାୟର ହୋଇଛି ୫୦୦ ପୃଷ୍ଠା ସମ୍ବଳିତ କ୍ୟାନସିଲେସନ ରିପୋର୍ଟ । ୧୫ ତାରିଖ ସୁଦ୍ଧା ପୋଲିସ ତଦନ୍ତ ସାରି ଚାର୍ଜସିଟ ଦାଖଲ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଥିବାବେଳେ ଆଜି ଦିଲ୍ଲୀ ପୋଲିସ ଏହି ବୟାନ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା