Masthead

HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ବଡ଼ ଖବର
  • ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’

‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’

ବଡ଼ ଖବରରାଜନୀତି
By Bada Khabar Bureau On Sep 21, 2025
Share FacebookTwitterWhatsAppEmailTelegramPrint

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ। ଗତ କିଛି ଦିନ ଧରି ଲାଗିରହିଥିବା ଚର୍ଚ୍ଚାରେ ବିରାମ ଲଗାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।  ଆଜି ସମ୍ବଲପୁର ଗସ୍ତ ବେଳେ ମନମୋହନ ସାମଲ ଏହି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ।  ମନମୋହନ କହିଛନ୍ତି, ଏବେ ନିଗମ ବୋର୍ଡ ପାଇଁ ଯୋଜନା ଚାଲିଛି ।

ଖୁବଶୀଘ୍ର ସମ୍ବଲପୁର ଜିଲ୍ଲା ସଭାପତି ଚୟନ ହେବେ ।ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା ଦେଇଛନ୍ତି ମନମୋହନ । କହିଛନ୍ତି,  ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ । ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ । ନୂଆପଡ଼ା ଉପନିର୍ବାଚନରେ ଚାଷୀଙ୍କୁ ବୋନସ୍ ଓ ବିକାଶ ମୁଖ୍ୟ ପ୍ରସଙ୍ଗ ରହିବ ।

Related Posts

ମାର୍ଚ୍ଚରୁ ଡରାଇଲାଣି ତାତି

ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ!

Share

Prev Post

ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା

Next Post

ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼

ଆଗକୁ ପଢନ୍ତୁ
ଦେଶ ବିଦେଶ

ୱାୟନାଡରେ ହେବ ସାନି ନିର୍ବାଚନ

ବଡ଼ ଖବର

ଗ୍ୟାସ୍ ଲିକ ହୋଇ ଅଗ୍ନିକାଣ୍ଡ, ୪ଗୁରୁତର

ଦେଶ ବିଦେଶ

ଅତିକ-ଅଶ୍ରଫ ହତ୍ୟାକାଣ୍ଡ, ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

ଅପରାଧ

କାହାଣୀ ଅଞ୍ଜନା ମିଶ୍ରଙ୍କ

ଖେଳ

କୋଲକାତା ରାସ୍ତାରେ କଣ୍ଟା ସାଜିବ କି ଚେନ୍ନାଇ

ବଡ଼ ଖବର

SI ପରୀକ୍ଷା କେଳେଙ୍କାରୀ ଘଟଣା, ୪ ଅଭିଯୁକ୍ତଙ୍କୁ ଜେରା କଲା ସିବିଆଇ

Prev Next

ଅନ୍ୟାନ୍ୟ ଖବର

ମାର୍ଚ୍ଚରୁ ଡରାଇଲାଣି ତାତି

ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ!

ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା

ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର19494
  • ରାଜ୍ୟ13825
  • ଦେଶ ବିଦେଶ8014
  • ଜିଲ୍ଲା6068
  • ରାଜନୀତି4194
  • ଖେଳ751
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା
  • Likes
  • Followers
  • Subscribers
  • Followers