HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ବଡ଼ ଖବର
  • ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’

‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’

ବଡ଼ ଖବରରାଜନୀତି
By Bada Khabar Bureau On Sep 21, 2025
Share FacebookTwitterWhatsAppEmailTelegramPrint

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ। ଗତ କିଛି ଦିନ ଧରି ଲାଗିରହିଥିବା ଚର୍ଚ୍ଚାରେ ବିରାମ ଲଗାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।  ଆଜି ସମ୍ବଲପୁର ଗସ୍ତ ବେଳେ ମନମୋହନ ସାମଲ ଏହି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ।  ମନମୋହନ କହିଛନ୍ତି, ଏବେ ନିଗମ ବୋର୍ଡ ପାଇଁ ଯୋଜନା ଚାଲିଛି ।

ଖୁବଶୀଘ୍ର ସମ୍ବଲପୁର ଜିଲ୍ଲା ସଭାପତି ଚୟନ ହେବେ ।ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା ଦେଇଛନ୍ତି ମନମୋହନ । କହିଛନ୍ତି,  ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ । ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ । ନୂଆପଡ଼ା ଉପନିର୍ବାଚନରେ ଚାଷୀଙ୍କୁ ବୋନସ୍ ଓ ବିକାଶ ମୁଖ୍ୟ ପ୍ରସଙ୍ଗ ରହିବ ।

Related Posts

‘ମାଲକାନଗିରି ବେଶୀ ପ୍ରଭାବିତ’

IAS ସ୍ତରରେ ଅଦଳବଦଳ

Share

Prev Post

ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା

Next Post

ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼

ଆଗକୁ ପଢନ୍ତୁ
ବଡ଼ ଖବର

ମମତାଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ବଡ଼ ଖବର

ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ

ଜିଲ୍ଲା

୨୦୨୪ ନିର୍ବାଚନ ପାଇଁ ସଜବାଜ ହେଲାଣି ସାହାରପଡା ବିଜେଡି

ଦେଶ ବିଦେଶ

ୟୁପି ବିଧାନସଭା ନିର୍ବାଚନ, ଛୋଟ ଦଳ ସହ ମେଣ୍ଟ କରିବ କଂଗ୍ରେସ

ଦେଶ ବିଦେଶ

ଭାରତ ଓ ଚୀନ୍ ସେନା ମୁହାଁମୁହିଁ

ଦେଶ ବିଦେଶ

ଭାରତକୁ ବଦନାମ କରୁଛନ୍ତି ରାହୁଲ: କେନ୍ଦ୍ରମନ୍ତ୍ରୀ

Prev Next

ଅନ୍ୟାନ୍ୟ ଖବର

‘ମାଲକାନଗିରି ବେଶୀ ପ୍ରଭାବିତ’

IAS ସ୍ତରରେ ଅଦଳବଦଳ

ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ

ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର20361
  • ରାଜ୍ୟ14482
  • ଦେଶ ବିଦେଶ8274
  • ଜିଲ୍ଲା6438
  • ରାଜନୀତି4282
  • ଖେଳ760
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!
  • Likes
  • Followers
  • Subscribers
  • Followers