https://youtu.be/oSfU_ibmIFI
ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚର ଆବଶ୍ୟକତା ନାହିଁ କହିଲେ କେନ୍ଦ୍ରମନ୍ତ୍ରୀ । ଇ କୋର୍ଟ ବ୍ୟବସ୍ଥା ଆରମ୍ଭ ହେଲାଣି, ଭର୍ଚୁଆଲ ସବୁ ସୁବିଧା ମିଳୁଛି । ଇ କୋର୍ଟ ବ୍ୟବସ୍ଥା ହାଇକୋର୍ଟ ବେଞ୍ଚ ସହ ସମାନ ବୋଲି କହିଲେ ମେଘୱାଲ । ଇ କୋର୍ଟ ବ୍ୟବସ୍ଥାରେ ଓଡ଼ିଶା ଆଗରେ ଅଛି । ତେଣୁ ହାଇକୋର୍ଟ ବେଞ୍ଚର ଆଉ ଆବଶ୍ୟକତା ନାହିଁ କହିଲେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ।