Masthead

ପଶ୍ଚିମ ଓଡ଼ିଶାରେ ଆବଶ୍ୟକ ନାହିଁ ହାଇକୋର୍ଟ ସ୍ଥାୟୀ ବେଞ୍ଚ: ଅର୍ଜୁନରାମ ମେଘୱାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚର ଆବଶ୍ୟକତା ନାହିଁ କହିଲେ କେନ୍ଦ୍ରମନ୍ତ୍ରୀ । ଇ କୋର୍ଟ ବ୍ୟବସ୍ଥା ଆରମ୍ଭ ହେଲାଣି, ଭର୍ଚୁଆଲ ସବୁ ସୁବିଧା ମିଳୁଛି । ଇ କୋର୍ଟ ବ୍ୟବସ୍ଥା ହାଇକୋର୍ଟ ବେଞ୍ଚ ସହ ସମାନ ବୋଲି କହିଲେ ମେଘୱାଲ । ଇ କୋର୍ଟ ବ୍ୟବସ୍ଥାରେ ଓଡ଼ିଶା ଆଗରେ ଅଛି । ତେଣୁ ହାଇକୋର୍ଟ ବେଞ୍ଚର ଆଉ ଆବଶ୍ୟକତା ନାହିଁ କହିଲେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ