Masthead

‘ଅନ୍ୟର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରି କେହି ଦୀପାବଳି ମନାଇ ପାରିବେ ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନ୍ୟର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରି କେହି ଦୀପାବଳି ମନାଇ ପାରିବେ ନାହିଁ । ଏହି ପ୍ରସଙ୍ଗକୁ ଅତି ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ବାଣବିକ୍ରି ଓ ଫୁଟା ଉପରେ ସୁପ୍ରିମକୋର୍ଟ ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଆଉ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା । ଅର୍ଜ୍ଜୁନ ଗୋପାଳ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଦେଇଛନ୍ତି ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ।

ନିଷିଦ୍ଧ ବାଣ ବିକ୍ରି ପାଇଁ ନିର୍ଦ୍ଦେଶ ଦେଇପାରିବେ ନାହିଁ କୌଣସି ରାଜ୍ୟ ସରକାର । ବାଣ ପ୍ରସ୍ତୁତି, ବିକ୍ରି ଓ ଫୁଟା ଉପରେ କଡ଼ା ନଜର ରଖିବାକୁ ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ବାଣ ପ୍ରସ୍ତୁତି, ବିକ୍ରି ଓ ଫୁଟା ହେଲେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ କମିସନର ଓ ସ୍ଥାନୀୟ ଏସପି ଉତ୍ତରଦାୟୀ ରହିବେ । ଏଥିରେ ବ୍ୟତିକ୍ରମ ଘଟିଲେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି