Masthead

କଂଗ୍ରେସରୁ କେହି କୁଆଡେ ଯିବେନି: ସୁର ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡି ବିଧାୟକଙ୍କ ବିଜେପି ସହ ସଫୃକ୍ତିକୁ ନେଇ ବିଜେପି ସଭାପତିଙ୍କ ମନ୍ତବ୍ୟ ପରେ କଟୁ ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ । କହିଛନ୍ତି ସେ ଦୁଇ ଥର ଯେଉଁ ସଭାପତି ହେଲେ ତାଙ୍କର ମୁଣ୍ଡ କ୍ରାକ ହୋଇଯାଇଛି । ନବୀନଙ୍କୁ ଛାଡି ଏମାନେ କାହିଁକି ତାଙ୍କ ପାଖକୁ ଯିବେ । ନବୀନବାବୁ ଠିକ କରିଛନ୍ତି ।

ଗୋଟେ କ୍ୟାଣ୍ଡେଡକୁ ଦଶ କୋଟି ଦେବ । ଇଏ କଣ ଦେବେ, ନବୀନ ପଟ୍ଟନାୟକ ଯେଉଁ କାମ କରିଛନ୍ତି ତା ଆଗରେ ବିଜେପି କଣ, ତା ଆଗରେ ବେଷ୍ଟ ହେଉଛି କଂଗ୍ରେସ । ୧୪୦ ବର୍ଷର ଦଳ । ନବୀନ ପଟ୍ଟନାୟକଙ୍କୁ କେହି ଗୋଟେ ଛାଡି ଯିବେନି । କେବଳ ସମୟକୁ ଅପେକ୍ଷା କର । ହେଲେ କଂଗ୍ରେସରୁ କେହି କୁଆଡେ ଯିବେନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ