Masthead

ନଥିଲା ପରମିଟ୍, ନଥିଲା ଇନ୍‌ସୁରାନ୍ସ କେମିତି ଚାଲୁଥିଲା ବସ

ଗଞ୍ଚାମ (ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡି ବସ ଦୁର୍ଘଟଣା । ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ର ପରମିଟ୍ କି ଇନ୍‌ସୁରାନ୍ସ ନଥିଲା । ସୂଚନା ଦେଲେ ଗଂଜାମ ଜିଲ୍ଲା ସଡ଼କ ପରିବହନ ଅଧିକାରୀ ମାନସ ସାହୁଙ୍କ । ରାତିରେ ଚଳାଚଳ ପାଇଁ ପରମିଟ୍ ନଥିଲା କି ବସର ବୀମା ନଥିଲା । ଘଟଣା ପାଇଁ ବସ୍‌ ମାଲିକ ହିଁ ଦାୟୀ । ଯଥାଶୀଘ୍ର କାର୍ଯ୍ୟାନୁଷ୍ଟାନ ହେବ ବୋଲି କହିଛନ୍ତି ମାନସ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ