Masthead

ନଥିଲା ପରମିଟ୍, ନଥିଲା ଇନ୍‌ସୁରାନ୍ସ କେମିତି ଚାଲୁଥିଲା ବସ

ଗଞ୍ଚାମ (ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡି ବସ ଦୁର୍ଘଟଣା । ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ର ପରମିଟ୍ କି ଇନ୍‌ସୁରାନ୍ସ ନଥିଲା । ସୂଚନା ଦେଲେ ଗଂଜାମ ଜିଲ୍ଲା ସଡ଼କ ପରିବହନ ଅଧିକାରୀ ମାନସ ସାହୁଙ୍କ । ରାତିରେ ଚଳାଚଳ ପାଇଁ ପରମିଟ୍ ନଥିଲା କି ବସର ବୀମା ନଥିଲା । ଘଟଣା ପାଇଁ ବସ୍‌ ମାଲିକ ହିଁ ଦାୟୀ । ଯଥାଶୀଘ୍ର କାର୍ଯ୍ୟାନୁଷ୍ଟାନ ହେବ ବୋଲି କହିଛନ୍ତି ମାନସ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା