Masthead

‘ଫିଜିକାଲି ଟାମ୍ପରିଂ ନହେଲେ ସିଗ୍ନାଲରେ ଗଡ଼ବଡ଼ ହେବନି’

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଟ୍ରେନଟ୍ରାଜେଡି । ଖୋର୍ଦ୍ଧା ଡିଆରଏମଙ୍କ ବିସ୍ଫୋରକ ବୟାନ । କହିଲେ ଯଦି କେହି ଫିଜିକାଲି ଟାମ୍ପରିଂ ନ କରିବ, ତା’ହେଲେ ସିଗ୍ନାଲରେ ଗଡ଼ବଡ଼ ହେବନି। ଟେକ୍ନିକାଲି ଏହା ସମ୍ଭବ ନୁହେଁ। ସେ ଆହୁରି କହିଛନ୍ତି ମେନ୍ ଲାଇନରେ ଗ୍ରୀନ୍ ସିଗ୍ନାଲ ଥିଲା। ପ୍ରି କଣ୍ଡିସନ୍ ଠିକ୍ ଥିଲେ ହିଁ ଗ୍ରୀନ୍ ସିଗ୍ନାଲ ହୋଇଥାଏ । ଯଦି କିଛି ତ୍ରୁଟି ଥିବ, ତେବେ କେବେ ବି ଗ୍ରୀନ୍ ସିଗ୍ନାଲ ହେବନି, ରେଡ୍ ଲାଇଟ୍ ଜଳିବ।

କରମଣ୍ଡଳ ଏକସପ୍ରେସ୍ ଯାଉଥିବା ମେନ୍ ଲାଇନରେ ଗ୍ରୀନ୍ ସିଗ୍ନାଲ ଥିଲା ବୋଲି ଡାଟା ଲକରୁ ସ୍ପଷ୍ଟ ହୋଇଛି । ଏହି କାରଣରୁ ସିଗ୍ନାଲକୁ ଫିଜିକାଲି ଟାମ୍ପରିଂ କରାଯାଇଥିବା ଖୋର୍ଦ୍ଧା ଡିଆରଏମ୍ ସନ୍ଦେହ କରିଛନ୍ତି। ଏହି ଗଡ଼ବଡ଼ରୁ ହିଁ ଏତେ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି