Masthead

କରୋନା ଆକ୍ରାନ୍ତଙ୍କ ଦୁଆରେ ଲାଗିବନି ପୋଷ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଦୁଆରେ ଲାଗିବନି ପୋଷ୍ଟର । ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଲୋକମାନେ ରୋଗ ଲୁଚାଉଥିବାରୁ ସଂକ୍ରମଣ ଆଶଙ୍କା ବଢୁଛି । ତେଣୁ କେହି ହୋମ ଆଇସୋଲେସନରେ ରହିଲେ ତାଙ୍କ ଦୁଆରେ ସ୍ଥାନୀୟ ପ୍ରଶାସନ ପୋଷ୍ଟର ନ ଲାଗଇବା ପାଇଁ ପରାମର୍ଶ ଦିଆଯାଇଛି । ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ, ସିଡିଏମଓ, ମହାନଗର ନିଗମ କମିଶନର ପ୍ରମୁଖଙ୍କୁ ସରକାରୀ ନିଷ୍ପତ୍ତି ଜଣାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ