Masthead

ଇସ୍ତଫା ଦେବାର ପ୍ରଶ୍ନ ଉଠୁନି: ବିରେନ ସିଂ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ମଣିପୁର ପ୍ରସଙ୍ଗକୁ ନେଇ ଜାରି ରହିଛି ହଙ୍ଗମା । ଜାରି ରହିଥିବା ହିଂସାକାଣ୍ଡ ଯୋଗୁ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନ ଉଠିଛି ଏବଂ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ହେଉଛି। କିନ୍ତୁ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂ । କହିଛନ୍ତି ସେ ତାଙ୍କ ପଦରୁ ଇସ୍ତଫା ଦେବେ ନାହିଁ। ଏକ ସାକ୍ଷାତକାରରେ ବିରେନ ସିଂ କହିଛନ୍ତି , ଇସ୍ତଫା ଦେବାର କୌଣସି ପ୍ରଶ୍ନ ନାହିଁ ।

ଯଦି କେନ୍ଦ୍ରୀୟ ନେତୃତ୍ୱ କହିବେ ମୁଁ ଏହା କରିବାକୁ ପ୍ରସ୍ତୁତ ଅଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ମଣିପୁରର ଲୋକମାନେ ମତେ ମନୋନୀତ କରିଛନ୍ତି। ସେ କହିଛନ୍ତି ଯେ ଇସ୍ତଫା ଦେବାର କୌଣସି ପ୍ରଶ୍ନ ନାହିଁ । କିନ୍ତୁ ହଁ, ଯଦି କେନ୍ଦ୍ରୀୟ ନେତୃତ୍ୱ କୁହନ୍ତି ଏବଂ ମଣିପୁରର ଲୋକମାନେ ଚାହାଁନ୍ତି ତାହାଲେ ମୁଁ ଇସ୍ତଫା ଦେବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି