Masthead

ଧାରା ଶ୍ରାବଣରେ ବର୍ଷା ଫେରାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଧାରା ଶ୍ରାବଣରେ ବର୍ଷା ଗାଏବ । ମରୁଡି ମୁହାଁ ରାଜ୍ୟର ଅନେକ ଜିଲ୍ଲା । ବର୍ଷା ଅଭାବରୁ ଏବେ ମରୁଡିର ଆଶଙ୍କା ରହିଛି । ବର୍ଷା ଅଭାବରୁ ଚାଷ କାମ ଆଗେଇପାରୁନି । ପାଣିପାଗ ବିଭାଗର ସୂଚନା ଅନୁସାରେ ୫ ରୁ ୬ ଦିନ ଯାଏଁ ରାଜ୍ୟରେ ମୌସୁମୀ ଦୁର୍ବଳ ରହିବ । ଜୁନ ପହିଲାରୁ ଏଯାଏଁ ୨୮% କମ୍ ବର୍ଷା ହୋଇଛି ।

୨୦ ଜିଲ୍ଲାରେ ସ୍ଥିତି ସଙ୍ଗିନ ରହିଛି । ଅଗଷ୍ଟରେ ୭୫% ନିଆଣ୍ଟିଆ ବର୍ଷା ହେଲାଣି । ୧୧୫.୪ମିଲିମିଟର ବର୍ଷା ହେବା କଥା ମାତ୍ର ୨୮.୫ମିମି ବର୍ଷା ହୋଇଛି । ଅଗଷ୍ଟ ପହିଲାରୁ ଆଜି ପର୍ଯ୍ୟନ୍ତ ଝାରସୁଗୁଡାରେ ମାତ୍ର ୬ ମିମି ବର୍ଷା ହୋଇଛି । ୯୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ଝାରସୁଗୁଡାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା