Masthead

‘୩ବର୍ଷରେ କୌଣସି ବାଘ ରାଜ୍ୟରେ ମରିନାହିଁ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦୧୯-୨୦ ଠାରୁ ୨୦୨୧-୨୨ ମଧ୍ୟରେ ରାଜ୍ୟରେ ବାଘ ମୃତ୍ୟୁ ହୋଇନାହିଁ । କିନ୍ତୁ ଏହି ସମୟ ମଧ୍ୟରେ ୨୪୫ ହାତୀ ମରିଛନ୍ତି । ଏଥିରୁ ୬ଟି ହାତୀଙ୍କୁ ଶିକାର କରାଯାଇଛି । ଏହି ସମୟ ମଧ୍ୟରେ ହାତୀ ଶିକାର, ଦାନ୍ତ ଚୋରାଚାଲାଣ, ବାଘ ଛାଲ ଚୋରାଚାଲାଣ ଅଭିଯୋଗରେ ୪୭ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୩୯ ହାତୀ ଦାନ୍ତ, ଗୋଟିଏ ବାଘଚାଲ ଓ ୯ଟି ବାଘ ନଖ ଜବତ କରାଯାଇଛି ବୋଲି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନର ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ